ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ ! ଯୋଡା ହୁଡିସାହି ଆଦିବାସୀ ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୨ ଜଣ ଦୋଷୀ ସାବ୍ୟସ୍ତ

28

କନକ ବ୍ୟୁରୋ : ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲଦଣ୍ଡ । ୨୦୧୬ ଯୋଡା ହୁଡିସାହିରେ ଆଦିବାସୀ ମହିଳାଙ୍କୁ ଗଣଦୁଷ୍କର୍ମ ଘଟଣାରେ କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ଆସିଛି । ୨ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ ସହ ୫ ହଜାର ଟଙ୍କାର ଜରିମାନା ଶୁଣାଇଛନ୍ତି ଚମ୍ପୁଆ ଅତିରିକ୍ତ ଜିଲ୍ଲା ଦୌରା ଜଜ । ୨୦୧୬ ଫେବୁଆରୀ ୨୬ରେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା ।

ଏହା ସହ ଦେଖନ୍ତୁ ଏହି ଭିଡିଓ-