କନକ ବ୍ୟୁରୋ: ଏସିଆନ ଗେମ୍ସର ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ । ଅଶ୍ୱ ଚାଳନାରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ । ୪୧ ବର୍ଷ ପରେ ଭାରତ ଅଶ୍ୱ ଚାଳନାରେ ସ୍ୱର୍ଣ୍ଣ ପଦକ ଜିତିବାରେ ସଫଳ ହୋଇଛି । ସୁଦୀପ୍ତ ହାଜେଲା, ଦିବ୍ୟକ୍ରିତ ସିଂ, ହ୍ରିଦୟ ଛେଡା ଓ ଅନୁଶ ଅଗ୍ରୱାଲଙ୍କ ସାଫଲ୍ୟ । ଏସିଆନ ଗେମ୍ସରେ ଭାରତର ପଦକ ସଂଖ୍ୟା ୧୫ରେ ପହଞ୍ଚିଛି, ଯେଉଁଥିରେ ସ୍ୱର୍ଣ୍ଣ ପଦକ ସଂଖ୍ୟା ୩, ସିଲଭର ୪ ଓ ବ୍ରୋଞ୍ଜ ୮ ରହିଛି ।
ଏସିଆନ ଗେମ୍ସରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ: ୪୧ ବର୍ଷ ପରେ ଅଶ୍ୱ ଚାଳନାରେ ସ୍ୱର୍ଣ୍ଣ ଜିତିଲା ଭାରତ
/kanak/media/post_attachments/wp-content/uploads/2023/09/5-33.jpg)