କାଶିପୁର ପରେ ଗଜପତିରେ ଝାଡାବାନ୍ତି। ଆକ୍ରାନ୍ତ ମୋହନା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି। 

55

କନକ ବ୍ୟୁରୋ: ଗଜପତିରେ ମଧ୍ୟ ଝାଡାବାନ୍ତି ଆତଙ୍କ ଖେଳାଇଛି । ରାୟଗଡା କାଶୀପୁରରେ ମୃତ୍ୟୁ ସଂଖ୍ୟା ବଢୁଥିବା ବେଳେ ଗଜପତି ଜିଲ୍ଲାର ମୋହନାରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ଆଜି ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଝାଡ଼ାବାନ୍ତିରେ ଜଣେ ଶିଶୁର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି ।