କଲେଜରେ ଦିଆଯିବ ଟିକା। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ନିଷ୍ପତ୍ତି।

228

କନକ ବ୍ୟୁରୋ: ରାଜ୍ୟର ସବୁ କଲେଜରେ ଦିଆଯିବ ଟିକା । କୋଭିଡକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପରେ ମୁଖ୍ୟଶାସନ ସଚିବ ଏନେଇ ସୂଚନା ଦେଇଛନ୍ତି । ବୈଠକରେ ଟିକାକରଣ ଉପରେ ପ୍ରାଥମିକତା ଦିଆଯାଇଥିଲା । କରୋନା ସଂକ୍ରମଣ ବଢୁଥିବାରୁ ଏହା ଉପରେ ରାଜ୍ୟସରକାର ଗୁରୁତ୍ୱ ଦେଇଛନ୍ତି ।

ଆସନ୍ତାକାଲିଠାରୁ ୧୫ରୁ ୫୯ ବର୍ଷ ବୟସ ଯାଏ ମାଗଣା ବୁଷ୍ଟର ଡୋଜ ଟିକା ପ୍ରଦାନ କରାଯିବ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି ।