ଭୁୁବନେଶ୍ୱରରେ ପହଂଚିଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ

ଭୁୁବନେଶ୍ୱରରେ ପହଂଚିଲେ  ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ

କନକ ବ୍ୟୁରୋ : ଭୁୁବନେଶ୍ୱରରେ ପହଂଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ । ଅମିତଙ୍କ ଓଡିଶା ଗସ୍ତ ନେଇ ଚଳଚଂଚଳ ରାଜ୍ୟ ବିଜେପି । ପୁରୀରେ ଶଙ୍କରାଚାର୍ଯ୍ୟଙ୍କ ଗୋବର୍ଦ୍ଧନ ପୀଠରେ ମାଆ ବିମଳମ୍ବାଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ସେ ଯୋଗଦେବାର କାର୍ଯ୍ୟକ୍ରମ ହୋଇଛି । ଏହି କାର୍ଯ୍ୟକ୍ରମ ପାଇଁ ସେ ନିମନ୍ତ୍ରିତ ହୋଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe