କନକ ବ୍ୟୁରୋ : ଭାରତ-ଚୀନ ସୀମାରେ ଉତେଜନା ଘଟଣାକୁ ଗମ୍ଭୀରତାର ସହ ବିଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଘଟଣା ସଂପର୍କରେ ବରିଷ୍ଠ ଅଧିକାରୀ ଓ ବିଭିନ୍ନ ଦଳର ନେତାମାନଙ୍କ ସହ ଆଲୋଚନା କରି ବିଚାରବିମର୍ସ କରିଛନ୍ତି ।
ଏହା ବ୍ୟତୀତ ନିଜ ବାସଭବନରେ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍ କମିଟି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ୩ ସେନାର ମୁଖ୍ୟଙ୍କ ସହ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/06/N1.jpg)