ଲକ୍ଷ୍ନୌରେ ଅକ୍ସିଜେନ ପ୍ଲାଣ୍ଟରେ ବିସ୍ଫୋରଣ । ୨ ଜଣ ମୃତ, ଅନେକ ଲୋକ ଆହତ ସୂଚନା

ଲକ୍ଷ୍ନୌରେ ଅକ୍ସିଜେନ ପ୍ଲାଣ୍ଟରେ ବିସ୍ଫୋରଣ । ୨ ଜଣ ମୃତ, ଅନେକ ଲୋକ ଆହତ ସୂଚନା

କନକ ବ୍ୟୁରୋ: ଉତ୍ତରପ୍ରଦେଶ ରାଜଧାନୀ ଲ କ୍ଷ୍ନୌରେ ଅଘଟଣ । ଅକ୍ସିଜେନ ପ୍ଲାଣ୍ଟ ବିସ୍ଫୋରଣ ହେବା ଯୋଗୁଁ ୨ ଜଣଙ୍କ ମୃତ୍ୟୁ ହୋଇଛି । ଆଉ ଘଟଣା ସ୍ଥଳରେ ଅନେକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ଏନେଇ ଖବର ପାଇବା ପରେ ପୋଲିସ ଓ ଅଗ୍ନୀଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାମ ଆରମ୍ଭ କରିଛନ୍ତି ।

ପ୍ଲାଣ୍ଟରେ ସିଲିଣ୍ଡରରେ ଅକ୍ସିଜେନ ଭର୍ତ୍ତି ହେଉଥିବା ବେଳେ ଏହି ଅଘଟଣ ଘଟିଛି । ଆହତମାନଙ୍କୁ ନିକଟତମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe