ସେହିପରି କୋରାପୁଟ ଜିଲ୍ଲାରୁ ୯୫ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୧ ଜଣ, ଭଦ୍ରକ , ବରଗଡ଼, ବୌଦ୍ଧ ଜିଲ୍ଲାରୁ ୭୦ ଜଣ ଲେଖାଏଁ, ମାଲକାନଗିରି ଜିଲ୍ଲାରୁ ୬୭ ଜଣ, କନ୍ଧମାଳ ଜିଲ୍ଲାରୁ ୫୨ ଜଣ, ଗଜପତି ଜିଲ୍ଲାରୁ ୪୮ ଜଣ, ନବରଂଗପୁର ଜିଲ୍ଲାରୁ ୪୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୬ ଜଣ, ଯାଜପୁର ଜିଲ୍ଲାରୁ ୩୩ ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ୨୬ ଜଣ, କେନ୍ଦୁଝର ଜିଲ୍ଲାରୁ ୨୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ ଜଣ, ଜଗତସିଂହପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ ଜଣ ଲେଖାଏଁ, ନୂଆପଡ଼ା ଜିଲ୍ଲାରୁ ୭ ଜଣ ଓ ଅନୁଗୁଳ ଜିଲ୍ଲାରୁ ଜଣେ ଆକାନ୍ତ ସୁସ୍ଥ ହୋଇଛନ୍ତି । ତେବେ ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୬୭ ହଜାର ୮୨୬ ଜଣ ସୁସ୍ଥ ହୋଇ ସାରିଲେଣି ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ।
ଓଡ଼ିଶା ପାଇଁ ଖୁସି ଖବର । ରାଜ୍ୟରେ କରୋନାରୁ ଏକାଥରେ ୨,୫୦୩ ସୁସ୍ଥ । ରାଜ୍ୟରେ ମୋଟ୍ ସୁସ୍ଥଙ୍କ ସଂଖ୍ୟା ୬୭ ହଜାର ୮୨୬କୁ ବୃଦ୍ଧି ।
Advertisment
କନକ ବ୍ୟୁରୋ: ଓଡ଼ିଶା ପାଇଁ ଖୁସି ଖବର । ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା । ରାଜ୍ୟରେ ସୁସ୍ଥ ହେଲେ ୨,୫୦୩ କରୋନା ଆକ୍ରାନ୍ତ । ତେବେ ସୁସ୍ଥଙ୍କ ମଧ୍ୟରେ; ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୩୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲ୍ଲାରୁ ୨୮୧ ଜଣ, ଗଂଜାମ ଜିଲ୍ଲାରୁ ୨୦୪ ଜଣ, ରାୟଗଡ଼ା ଜିଲ୍ଲାରୁ ୧୮୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪୯ ଜଣ, ନୟାଗଡ଼ ଜିଲ୍ଲାରୁ ୧୩୫ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩୨ ଜଣ, ମୟୂରଭଂଜ ଜିଲ୍ଲାରୁ ୧୦୭ ଜଣ ଓ ପୁରୀ ଜିଲ୍ଲାରୁ ୧୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
Follow Us