ଓଡ଼ିଶା ପାଇଁ ଖୁସି ଖବର । ରାଜ୍ୟରେ କରୋନାରୁ ଏକାଥରେ ୩,୪୮୪ ସୁସ୍ଥ । ରାଜ୍ୟରେ ମୋଟ୍ ସୁସ୍ଥଙ୍କ ସଂଖ୍ୟା ୮୦ ହଜାର ୭୭୦କୁ ବୃଦ୍ଧି ।

Advertisment
ଓଡ଼ିଶା ପାଇଁ ଖୁସି ଖବର । ରାଜ୍ୟରେ କରୋନାରୁ ଏକାଥରେ ୩,୪୮୪ ସୁସ୍ଥ । ରାଜ୍ୟରେ ମୋଟ୍ ସୁସ୍ଥଙ୍କ ସଂଖ୍ୟା ୮୦ ହଜାର ୭୭୦କୁ ବୃଦ୍ଧି ।

କନକ ବ୍ୟୁରୋ: ଓଡ଼ିଶା ପାଇଁ ଖୁସି ଖବର । ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା । ରାଜ୍ୟରେ ସୁସ୍ଥ ହେଲେ ୩, ୪୮୪ କରୋନା ଆକ୍ରାନ୍ତ । ତେବେ ସୁସ୍ଥଙ୍କ ମଧ୍ୟରେ; ଖୋର୍ଦ୍ଧାରୁ ସୁସ୍ଥ ୮୯୦ ଜଣ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୩୧୪, ରାୟଗଡ଼ାରୁ ୩୦୨, ଗଞ୍ଜାମରୁ ୨୫୩, କେନ୍ଦ୍ରାପଡ଼ାରୁ ୧୬୨, କଟକରୁ ୧୪୩, ମୟୂରଭଞ୍ଜରୁ ୧୩୧, କୋରାପୁଟରୁ ୧୩୦, ନୟାଗଡ଼ରୁ ୧୨୬ ଏବଂ ବାଲେଶ୍ୱରରୁ ୧୦୫ ସୁସ୍ଥ ହୋଇଛନ୍ତି ।

ତେବେ ମାଲକାନଗିରିରୁ ୮୭, ସୁନ୍ଦରଗଡ଼ରୁ ୮୬, ସମ୍ବଲପୁରରୁ ୮୪, ପୁରୀରୁ ୮୨, ଭଦ୍ରକରୁ ୬୩, ଜଗତ୍‌ସିଂହପୁରରୁ ୬୨, ଝାରସୁଗୁଡ଼ାରୁ ୫୯, ବରଗଡ଼ରୁ ୫୭, ବଲାଙ୍ଗୀରରୁ ୫୪, କନ୍ଧମାଳରୁ ୫୨, ଅନୁଗୁଳରୁ ୫୧, କେନ୍ଦୁଝରରୁ ୪୬, ସୋନପୁରରୁ ୩୫, ନବରଙ୍ଗପୁରରୁ ୨୫, ଢେଙ୍କାନାଳରୁ ୨୩, ଗଜପତିରୁ ୨୩, କଳାହାଣ୍ଡିରୁ ୧୬, ବୌଦ୍ଧରୁ ୧୨, ଦେବଗଡ଼ରୁ ୭ ଓ ନୂଆପଡ଼ାରୁ ୪ ଜଣ ସୁସ୍ଥ ହୋଇଛନ୍ତି । ତେବେ ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୮୦ ହଜାର ୭୭୦ ଜଣ ସୁସ୍ଥ ହୋଇ ସାରିଲେଣି ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe