କନକ ବ୍ୟୁରୋ : ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ଥିବା ବେଳେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ । ଆଗାମୀ ୪୮ ଘଣ୍ଟା ଭିତରେ ୨ ବଳୟ ମିଶିବା ସମ୍ଭାବନା । ଏହା ପ୍ରଭାବ ଉପରେ ଆଇଏମଡିର ନଜର ରହିଛି । ସେପଟେ ଆସନ୍ତାକାଲି ଲଘୁଚାପ ଅବପାତ ଏବଂ ୨୪ ତାରିଖରେ ଗଭୀର ଅବପାତର ରୂପ ନେବ । ଏହାର ପ୍ରଭାବରେ ୨୪ ଓ ୨୫ତାରିଖରେ ଓଡିଶାର ଉପକୂଳ ଜିଲ୍ଲା ଗୁଡିକରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ : ଆଗାମୀ ୪୮ ଘଣ୍ଟା ଭିତରେ ୨ ବଳୟ ମିଶିବା ସମ୍ଭାବନା, ପ୍ରଭାବ ଉପରେ ରହିଛି ଆଇଏମଡିର ନଜର
/kanak/media/post_attachments/wp-content/uploads/2022/10/21-12.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)