କନକ ବ୍ୟୁରୋ: ଏନବିଡବ୍ଲୁ ମାମଲାରେ ହାଜରହେଲେ ଅନୁଭବ ମହାନ୍ତି । ସ୍ୱତନ୍ତ୍ର କୋର୍ଟରେ ହାଜର ହୋଇଛନ୍ତି ଅନଭବ । କୋର୍ଟରେ ହାଜର ପରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ । ଅନୁଭବ ଓ ତାଙ୍କ ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ ହୋଇଛି । ପୁରୀ ଘାଟ ଥାନା ମାମଲାରେ ଚାର୍ଜଫ୍ରେମ ସୂଚନା । ବର୍ଷା ପ୍ରିୟଦର୍ଶୀନିଙ୍କ ଏତଲା ଆଧାରରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ ହୋଇଥିଲା । ବାରମ୍ବାର ସମନ ସତ୍ତେ୍ୱ ହାଜର ନହେବାରୁ ତାଙ୍କ ନାଁରେ ଏନବିଡବ୍ଲୁ ଜାରି ହୋଇଥିଲା ।
ଏନବିଡବ୍ଲୁ ମାମଲାରେ ହାଜର ହେଲେ ଅନୁଭବ ମହାନ୍ତି: କୋର୍ଟରେ ହାଜର ପରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ
/kanak/media/post_attachments/wp-content/uploads/2024/06/1-39.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)