କନକ ବ୍ୟୁରୋ: ସେହିଭଳି ଗ୍ରାମାଂଚଳରେ ରୋଜଗାର ବୃଦ୍ଧି କରିବାକୁ ରାଜ୍ୟ କ୍ୟାବିନେଟ ପାଂଚବର୍ଷ ପାଇଁ ୪୮୪ ଦଶମିକ ୧୦ କୋଟି ଟଙ୍କାର ଖର୍ଚ ଅଟକଳକୁ ଅନୁମୋଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଏହି ଅର୍ଥରାଶିର ବ୍ୟବସ୍ଥା ହୋଇଛି । ଏହାଦ୍ୱାରା କୃଷି ଉଦ୍ୟୋଗୀଙ୍କୁ ରିହାତି ପ୍ରଦାନରେ ସହାୟକ ହେବ ।
ଏହାଦ୍ୱାରା ରାଜ୍ୟର କୃଷି ଓ ଆନୁସଙ୍ଗିକ କ୍ଷେତ୍ରରେ ଅନେକ ସମ୍ଭାବନା ସୃଷ୍ଟି ହେବ । ଫଳସ୍ୱରୂପ କୃଷି କ୍ଷେତ୍ରରେ ଦ୍ରୁତ ଆଧୁନିକୀକରଣ ହୋଇପାରିବ ବୋଲି ସରକାର ଆଶା ରଖିଛନ୍ତି । କୃଷି ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବା ଓ ନିଯୁକ୍ତି ସୃଷ୍ଟି କରିବା ପାଇଁ ଜୁନ ୨୦୧୮ରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ଆରମ୍ଭ ହୋଇଥିଲା
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/11/AGRI-1-1024x620-1.jpeg)