କାଲି ଓଡିଶା ଆସୁଛନ୍ତି ‘ରାମ’ । ୨୩ରେ ଆସିବେ ଯୋଗୀ ଆଦିତ୍ୟନାଥ ଓ ନଡ୍ଡା ।

Advertisment
କାଲି ଓଡିଶା ଆସୁଛନ୍ତି ‘ରାମ’ । ୨୩ରେ ଆସିବେ ଯୋଗୀ ଆଦିତ୍ୟନାଥ ଓ ନଡ୍ଡା ।

କନକ ବ୍ୟୁରୋ: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ୍ ଗସ୍ତ । ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଗସ୍ତ ପରେ ଆସନ୍ତା କାଲି ଓଡିଶା ଆସୁଛନ୍ତି ରାମାୟଣ ସିରିଏଲର ‘ରାମ’ ଅରୁଣ ଗୋଭିଲ । ୪ଟି ସ୍ଥାନରେ କରିବେ ପ୍ରଚାର । ଚମ୍ପୁଆ, ତେଲକୋଇ, ଢେଙ୍କାନାଳ, ବାଲିପାଟଣାରେ କରିବେ ପ୍ରଚାର । । ୨୩ରେ ଆସିବେ ଜେପି ନଡ୍ଡା ଓ ଯୋଗୀ ଆଦିତ୍ୟନାଥ । କରଞ୍ଜିଆ, ଧାମଗନର, ବଡଚଣା, ବାଲିକୁଦାରେ ସଭା କରିବେ ନଡ୍ଡା । ଏହାସହ ଚିଲିକା ଓ ସାଲେପୁରରେ ଜନସଭାରେ ଯୋଗ ଦେବେ ଯୋଗୀ ଆଦିତ୍ୟନାଥ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe