ଆସ୍କା କବିସୂର୍ଯ୍ୟନଗର ଗୋବିନ୍ଦୁପର ଗାଁରେ ରାଜନୈତିକ ହିଂସା ! ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୪ ଗୁରୁତର

4

କନକ ବ୍ୟୁରୋ : ଆସ୍କା କବିସୂର୍ଯ୍ୟନଗର ଗୋବିନ୍ଦୁପର ଗାଁରେ ରାଜନୈତିକ ହିଂସା । ଦୁଇ ଗୋଷ୍ଠି ମଧ୍ୟରେ ସଂଘର୍ଷ ହୋଇଛି । ଏଥିରେ ୪ ଜଣ ଗୁୁରୁତର ହୋଇଛନ୍ତି । ଗୁରୁତରଙ୍କୁ କବିସୂର୍ଯ୍ୟନଗର ମେଡିକାଲରେ ଭର୍ତି କରାଯାଇଥିଲା । ପରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ପୁଲିସ ଘଟଣାସ୍ଥଳରେ ପହଚିଂଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.