କନକ ବ୍ୟୁରୋ: ଏଏସଓ ପରୀକ୍ଷା ମାମଲାରେ ହାଇକୋର୍ଟରେ ଶୁଣାଣି ଶେଷ ହୋଇ ରାୟ ସଂରକ୍ଷିତ ରହିଛି । ଓପିଏସସି ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ହାଇକୋର୍ଟ । ନୂଆ ମେରିଟ ଲିଷ୍ଟ ପ୍ରକାଶ ପାଇଁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
କଟଅଫ୍ ମାର୍କ ସହ ବ୍ୟକ୍ତିଗତ ମାର୍କ ପ୍ରକାଶ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ପ୍ରତ୍ୟେକ ପରୀକ୍ଷାର୍ଥୀଙ୍କ ମାର୍କ ଯେଉଁଭଳି ପରୀକ୍ଷାର୍ଥୀ ଦେଖିପାରିବେ ସେନେଇ ବ୍ୟବସ୍ଥା କରିବାକୁ କୁହାଯାଇଛି । ୨୦୧୬ ପଲିସି ଅନୁସାରରେ ରେଜଲ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ । ନିଯୁକ୍ତି ପ୍ରକ୍ରିୟା ସରିବା ପରେ ମାର୍କ ପ୍ରକାଶ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/11/Orissa-High-Court.jpg)