କନକ ବ୍ୟୁରୋ: ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସଙ୍କ ଦ୍ୱାରା ଅଭିଭାଷଣ ରଖାଯିବା ପରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ସମର୍ଥନ କରିଥିଲେ ବିରୋଧୀ । ଏହାପରେ ଗୃହକୁ ଆସନ୍ତା କାଲି ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ ।
ଆସନ୍ତା କାଲି ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା ହେବା ସହ , ୨୪ ତାରିଖରେ ଏନେଇ ନିର୍ବାଚନ ହେବ । ଏହାପରେ ୨୫ ତାରିଖରେ ଉପସ୍ଥାପିତ ହେବ ପୂର୍ଣ୍ଣ ବଜେଟ୍ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/07/42-7.jpg)