ନଭେମ୍ବର ୨୧ରୁ ବିଧାନସଭା ଶୀତ ଅଧିବେଶନ । ଡିସେମ୍ବର ୩୦ ଯାଏଁ ଚାଲିବ ଶୀତ ଅଧିବେଶନ । ବିଧାନସଭା ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

Advertisment
ନଭେମ୍ବର ୨୧ରୁ ବିଧାନସଭା ଶୀତ ଅଧିବେଶନ । ଡିସେମ୍ବର ୩୦ ଯାଏଁ ଚାଲିବ ଶୀତ ଅଧିବେଶନ । ବିଧାନସଭା ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

କନକ ବ୍ୟୁରୋ: ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ । ନଭେମ୍ବର ୨୧ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ । ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe