କନକ ବ୍ୟୁରୋ : ଗ୍ୟାସ କଟରରେ ଏଟିଏମ କାଟି ଟଙ୍କା ଲୁଟ୍ । ବିଳମ୍ବିତ ରାତିରେ ଏଭଳି ଏକ ଲୁଟ୍ କରିଛନ୍ତି ଦୁର୍ବୃତ । ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ଜାମଶୁଳୀ ଛକରେ ଥିବା ଇଣ୍ଡିକ୍ୟାସ୍ ଏଟିଏମକୁ ଗ୍ୟାସ୍ କଟରରେ କାଟି ଟଙ୍କା ଲୁଟି ନେଇଛନ୍ତି ।
ତେବେ କେତେ ଟଙ୍କା ଲୁଟ ହୋଇଛି ତାହା ଜଣାପଡି ନାହିଁ । ତେବେ ଏଟିଏମରେ କେହି ସୁରକ୍ଷା କର୍ମୀ ନଥିଲେ । ସ୍ଥାନୀୟ ଲୋକ ପୁଲିସକୁ ଖବର ଦେଇଥିଲେ । ପୁଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/12/16-22.jpg)