କନକ ବ୍ୟୁରୋ: ଲଗାତର ଦ୍ୱିତୀୟ ଥର ପାଇଁ ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲରେ ହାରିଲା ଭାରତ । ଅଷ୍ଟ୍ରେଲିଆ ଭାରତକୁ ୨୦୯ ରନରେ ପରାସ୍ତ କରିଛି । ୪୪୪ ରନର ପିଛା କରି ଭାରତ ଦ୍ୱିତୀୟ ଇନିଂସରେ ମାତ୍ର ୨୩୪ ରନରେ ଅଲଆଉଟ ହୋଇଯାଇଛି । ଅଷ୍ଟ୍ରେଲିଆ ପକ୍ଷରୁ ନାଥାନ ଲିୟନ ସର୍ବାଧିକ ୪ଟି ୱିକେଟ ନେଇ ଭାରତର ବ୍ୟାଟିଂ ଅର୍ଡରକୁ ଧ୍ୱସ୍ତ କରିଥିଲେ । ମାତ୍ର ୬୩.୩ ଓଭରରେ ଭାରତୀୟ ଦଳ ଅଲଆଉଟ ହୋଇଯାଇଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us