ଆଜି ଲୋକାର୍ପିତ ହେବ ମାଲକାନଗିରି ବିମାନବନ୍ଦର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିବେ ଉଦଘାଟନ ।
କନକ ବ୍ୟୁରୋ: ଆଜି ଲୋକାର୍ପିତ ହେବ ମାଲକାନଗିରି ବିମାନବନ୍ଦର । ଦିନ ୧୧ଟା ୪୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ନୂଆ ବିମାନବନ୍ଦରର ହେବ ଶୁଭାରମ୍ଭ । ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ବିମାନ ଯୋଗେ ମାଲକାନଗିରିରେ ପହଞ୍ଚିବେ ।
୧୬ଶହ ୨୦ ମିଟର ଲମ୍ବ ଓ ୩୦ ମିଟର ଓସାର…