ହାଇଟେକ୍ ହସ୍ପିଟାଲ ଅଘଟଣକୁ ନେଇ ଯୁବ କଂଗ୍ରେସ ଓ ବିଜେପିର ବିକ୍ଷୋଭ । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ।…

କନକ ବ୍ୟୁରୋ: ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣରେ ୩ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ଛାତ୍ର ଓ ଯୁବ କଂଗ୍ରେସର ବିକ୍ଷୋଭ । ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ସରକାରୀ ବାସଭବନ ଘେରାଉ କରିବା ସହ ଅଣ୍ଡାମାଡ଼ କରିଛି ଛାତ୍ର ଓ ଯୁବ କଂଗ୍ରେସ । ଏହା ରାଜ୍ୟର ଏକ ସମ୍ବେଦନଶୀଳ ଘଟଣା, ହସ୍ପିଟାଲର…

ଧର୍ମଘଟରୁ ଓହରିଲା ପରିବହନ ଶ୍ରମିକ ସଂଘ । ମୁଖ୍ୟ ଶାସନ ସଚିବଙ୍କ ସହ ବୈଠକରେ ବାହାରିଲା ସମାଧାନର ରାସ୍ତା ।ସଂଧ୍ୟା…

କନକ ବ୍ୟୁରୋ: ଆନ୍ଦୋଳନରୁ ଓହରିଲେ ପରିବହନ ଶ୍ରମିକ । କେନ୍ଦ୍ର ସରକାରଙ୍କ ହିଟ୍ ଆଣ୍ଡ୍ ରନ୍ ମାମଲାକୁ ବିରୋଧ କରି ଆଜି ଆନ୍ଦୋଳନକୁ ଓହ୍ଲାଇଥିଲା ଅଲ୍ ଓଡିଶା ଟ୍ରାନସପୋର୍ଟ ୱାର୍କର୍ସ ଫେଡେରେସନ । ଏ ନେଇ ଆଜି ଲୋକସଭା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ଏଥିରେ…

ବିଲକିସ୍ ବାନୋ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ ରାୟ । ୧୧ ଅଭିଯୁକ୍ତଙ୍କୁ ପୁଣି ମିଳିବ ଜେଲ ଦଣ୍ଡ, ମିଳିବନି ମୁକ୍ତି ।

କନକ ବ୍ୟୁରୋ: ବିଲକିସ ବାନୋ ମାମଲାରେ ଦୋଷୀମାନଙ୍କୁ ସମୟ ପୂର୍ବରୁ ମୁକ୍ତ କରିବା ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଛନ୍ତି । ଏବେ ଦୋଷୀମାନଙ୍କୁ ୨ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ କରିବାକୁ ହେବ । ସମସ୍ତ ଦୋଷୀଙ୍କୁ ପୁଣି ଜେଲରେ ରହିବାକୁ ପଡିବ । ବିଲକିସ୍ ବାନୋ ଗଣ ଦୁଷ୍କର୍ମ ମାମଲାରେ…

ବିଦେଶରେ ପ୍ରସାରିତ ହେବ ରାମ ମନ୍ଦିର ପ୍ରତିଷ୍ଠାର ସିଧା ପ୍ରସାରଣ । ନ୍ୟୁୟର୍କ ଟାଇମ୍ସ ସ୍କୋୟାରରେ ଲୋକେ ଦେଖିବେ…

କନକ ବ୍ୟୁରୋ: ଭାରତ ସହ ସାରା ବିଶ୍ୱ ଦେଖିବ ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବର ସିଧା ପ୍ରସାରଣ । ନ୍ୟୁୟର୍କର ବ୍ୟସ୍ତବହୁଳ ତଥା ସମୃଦ୍ଧ ଛକ ଟାଇମ୍ସ ସ୍କୋୟାରରେ ପ୍ରାଣ ପ୍ରତିଷ୍ଠା ଉତ୍ସବର ସିଧା ପ୍ରସାରଣ ଦେଖିହେବ । ବିଦେଶରେ ଥିବା ବିଭିନ୍ନ ଭାରତୀୟ ଦୂତାବାସରେ ମଧ୍ୟ ଏହାର…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧବଳେଶ୍ୱର ଡାକବଙ୍ଗଳାରେ ଭେଟିଲେ ଅରିନ୍ଦମ ରାୟ । ଷ୍ଟାର ଅଭିନେତା ବିଜେଡିରେ…

କନକ ବ୍ୟୁରୋ: ଚର୍ଚ୍ଚାରେ ଅଭିନେତା ତଥା ବିଜେଡି ନେତା ଅରିନ୍ଦମ ରାୟ । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିବା ସହ ରୁଦ୍ଧଦ୍ୱାର ଆଲୋଚନା କରିଛନ୍ତି ଅରିନ୍ଦମ । ଦୁଇ ଜଣଙ୍କ ଫଟୋ ସାମ୍ନାକୁ ଆସିବା ପରେ ତାଙ୍କୁ ନେଇ ରାଜନୈତିକ ମହଲରେ ଏବେ ଚର୍ଚ୍ଚା ଜୋର ଧରିଛି । ଗତକାଲି କଟକ…

ପେଟ୍ରୋଲ ଟାଙ୍କିରେ ତେଲର ଅଭାବ ନେଇ ପ୍ରତିକ୍ରିୟା ରଖିଲେ ପେଟ୍ରୋଲ ପମ୍ପ ମାଲିକ ସଂଘ ସଭାପତି । କହିଲେ ସନ୍ଧ୍ୟା…

କନକ ବ୍ୟୁରୋ: ଡ୍ରାଇଭର ଆନ୍ଦୋଳନ ଶେଷ ହେଉ ହେଉ ଏବେ ଆନ୍ଦୋଳନକୁ ଓହ୍ଲାଇଛି ପରିବହନ ଶ୍ରମିକ ସଂଘ । ହିଟ୍ ଆଣ୍ଡ ରନ ଆଇନ ପ୍ରତ୍ୟାହାର ଦାବିରେ ସଂଘ ଆରମ୍ଭ କରିଛି କାମ ବନ୍ଦ ଆନ୍ଦୋଳନ । ଲାଗୁହେବାକୁ ଥିବା ଏହି ନୂଆ ଆଇନକୁ ପ୍ରତ୍ୟାହାର ପାଇଁ ଦାବି କରିଛି ସଂଘ । ପ୍ରଥମେ ଡ୍ରାଇଭର ଆନ୍ଦୋଳନ…