ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା ।

କନକ ବ୍ୟୁରୋ: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ । ଏହା ସହ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ରାଜ୍ୟରୁ ପ୍ରଥମ କରୋନା ସଂକ୍ରମିତଙ୍କୁ ନେଇ…

ନିୟନ୍ତ୍ରଣକୁ ଆସୁନି ରାଉରକେଲାରେ ହଇଜା ସ୍ଥିତି । ୧୬ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ।

କନକ ବ୍ୟୁରୋ: ନିୟମନ୍ତ୍ରଣକୁ ଆସିନି ରାଉରକେଲାରେ ହଇଜା ସ୍ଥିତି । ହଇଜାରେ ଆଉ ଜଣଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ବେସରକାରୀ ଭାବେ ମୃତ୍ୟୁ ସଂଖା ୧୬ରେ ପହଞ୍ଚିିଛି । ମୃତକ ହେଉଛନ୍ତି କୁଆରମୁଣ୍ଡା ଅଞ୍ଚଳର ସୁବୋଧ ଟପ୍ପୋ । ଝାଡାବାନ୍ତିରେ ଗୁରୁତର ହୋଇ ସେ ଆଇଜିଏଚ୍ରେ ଭର୍ତି ହୋଇଥିଲେ ।…

ସ୍ୱାମୀଙ୍କୁ ସର୍ବସାଧାରଣରେ ଅପମାନିକ କଲେ ସ୍ତ୍ରୀଙ୍କୁ ଦିଆଯାଇପାରିବ ଛାଡପତ୍ର । ଦିଲ୍ଲୀ ହାଇକୋର୍ଟଙ୍କ ଶୁଣାଣି ।

କନକ ବ୍ୟୁରୋ: ଯଦି ସ୍ତ୍ରୀ ଜାଣିଶୁଣି ସ୍ୱାମୀଙ୍କୁ ଅପମାନ କରନ୍ତି , ସର୍ବ ସମକ୍ଷରେ ଅସମ୍ମାନ କରନ୍ତି, ତେବେ ଏହାକୁ ସହ୍ୟ କରିବାକୁ ସ୍ୱାମୀ ବାଧ୍ୟ ନୁହଁନ୍ତି । ଏଥିରେ ସ୍ୱାମୀ ଜଣକ ପ୍ରତିକ୍ରିୟା ପ୍ରକାଶ କରିପାରିବେ । ଏପରିକି ଆବଶ୍ୟକ ପଡିଲେ ସ୍ୱାମୀ ଜଣକ ସ୍ତ୍ରୀକୁ ଛାଡପତ୍ର ଦେଇପାରିବେ…

ରାଜଧାନୀକୁ ପୁଣି ଫେରିଛି ପଥ ଉତ୍ସବ । ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକୁଛି ଭୁବନେଶ୍ୱର ରାଜପଥ ।

କନକ ବ୍ୟୁରୋ: ରାଜଧାନୀକୁ ପୁଣି ଫେରିଲା ପଥ ଉତ୍ସବ । ଭୁବନେଶ୍ୱର ମାଷ୍ଟର କ୍ୟାଂଟିନ୍ରୁ ରାମ ମନ୍ଦିର ପର୍ଯ୍ୟନ୍ତ ଚାଲିବ ପଥ ଉତ୍ସବ । ଦିନ ୯ଟା ୩୦ ପର୍ଯ୍ୟନ୍ତ ପଥ ଉତ୍ସବ ଚାଲିବ । ଆଜିର କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ବଲିଉଡ୍ ଗାୟିକା ନିକିତା ଗାନ୍ଧୀ, ର୍ୟାପର ବିଗ୍ଡିଲ୍ ସହ ପ୍ରିନ୍ସ…

ସମୁଦ୍ର ମଝିରେ ଇସ୍ରାଇଲ ଜାହାଜ ଉପରେ ଡ୍ରୋନ ଆକ୍ରମଣ ଘଟଣା । ଆକ୍ରମଣ ପଛରେ ଇରାନର ହାତ ଥିବା କହିଲା ଆମେରିକା ।

କନକ ବ୍ୟୁରୋ: ଭାରତ ମହାସାଗରରେ ଇସ୍ରାଇଲ ଜାହାଜ ଉପରେ ଡ୍ରୋନ ଆକ୍ରମଣ ଘଟଣା । ଜାହାଜ ଏମଭି କେମ୍ ପ୍ଲୁଟୋ ଉପରେ ଆକ୍ରମଣ ନେଇ ବଡ଼ ଦାବି କରିଛି ଆମେରିକାର ପ୍ରତିରକ୍ଷା ବିଭାଗ । ସାଉଦି ଆରବରୁ ଭାରତ ଅଭିମୁଖେ ଆସୁଥିବା ଏହି ଜାହାଜ ଉପରେ ଡ୍ରୋନ ଆକ୍ରମଣ ଘଟଣା ପଛରେ ଇରାନର ହାତ ଥିବା କହିଛି…

ଜଗନ୍ନାଥ ସଂସ୍କୃତିର ପ୍ରସାରପ୍ରଚାର ବିବାଦ ପରେ ସ୍ପଷ୍ଟିକରଣ ରଖିଲେ କାମିୟା ଜାନି । କହିଲେ, ସେ କେବେବି…

କନକ ବ୍ୟୁରୋ: ଜଗନ୍ନାଥ ସଂସ୍କୃତିର ପ୍ରସାରପ୍ରଚାରକୁ ନେଇ ବିବାବ ପରେ ମୁହଁ ଖୋଲିଛନ୍ତି ୟୁ-ଟ୍ୟୁବର କାମିଆ ଜାନି । କହିଛନ୍ତି ସେ ଜଣେ ହିନ୍ଦୁ । ସେ କେବେବି ଗୋମାଂସ ଖାଇନାହାଁନ୍ତି ଅବା ଗୋମାଂସର ପ୍ରଚାର ପ୍ରସାର କରିନାହାଁନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କର କର୍ତ୍ତବ୍ୟ…