ମନ୍ତ୍ରିମଣ୍ଡଳରୁ ବାଦ୍ ପଡିଲେ ରୋହିତ ପୂଜାରୀ। ରାଜ୍ୟପାଳଙ୍କୁ ସୁପାରିଶ କଲେ ମୁଖ୍ୟମନ୍ତ୍ରୀ

କନକ ବ୍ୟୁରୋ: ମନ୍ତ୍ରିମଣ୍ଡଳରୁ ବାଦ ପଡିଲେ ରୋହିତ ପୂଜାରୀ । ରାଜ୍ୟପାଳଙ୍କୁ ସୁପାରିଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁଣିବାକୁ ମିଳୁଛି ଯେ ବିଭାଗୀୟ ସମୀକ୍ଷାରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ମନ୍ତ୍ରିମଣ୍ଡଳରୁ ବାଦ ଦେବାକୁ ସୁପାରିଶ କଲେ ମୁଖ୍ୟମନ୍ତ୍ରୀ । ଅତନୁ ସବ୍ୟସାଚୀ…

‍ବାହନାଗା ହାଇସ୍କୁଲର ହେବ ପୁନଃନିର୍ମାଣ । ୫ଟି ଉପକ୍ରମରେ ମଡେଲ ସ୍କୁଲ ଭାବରେ ହେବ ଗଢା

କନକ ବ୍ୟୁରୋ: ବାଲେଶ୍ୱର ଜିଲ୍ଲାର ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗାଯିବ. ୫ଟି ଉପକ୍ରମରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।…

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି। ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ ରୂପ ନେବା ସମ୍ଭାବନା

କନକ ବ୍ୟୁରୋ: ବଙ୍ଗୋପସାଗରରେ ଲଘୁଚାପ । ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ମିଆଁମାର ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ ରୂପ ନେବା ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଏନେଇ ସୂଚନା ଦେଇଛି ।

କାଳବୈଶାଖୀ ପରେ ରାଜଧାନୀରେ ଗାଏବ ହୋଇଗଲା ବିଜୁଳି। ଟ୍ୱିଟ୍ କରି ମୁଖ୍ୟ ଶାସନ ସଚିବ ଟାଟା ପାୱାରକୁ କଲେ ଟାର୍ଗେଟ

କନକ ବ୍ୟୁରୋ: ଗୁରୁବାର କାଳବୈଶାଖୀର ବର୍ଷାରେ ସ୍ମାର୍ଟ ସିଟି ଭୁବନେଶ୍ୱରରେ ବିଜୁଳି ଗାଏବ ହୋଇଯାଇଥିଲା । ଗତକାଲି ପ୍ରାୟ ୪ଟା ବେଳେ ରାଜଧାନୀରେ ଝଡ ବର୍ଷା ଓ ପବନ ଯୋଗୁଁ ଦୀର୍ଘ ସମୟ ଧରି ବିଦ୍ୟୁତ୍ କାଟ୍ ହୋଇଥିଲା । ଘଣ୍ଟା ଘଣ୍ଟା ଧରି ବିଜୁଳି କଟିବାରୁ ହନ୍ତସନ୍ତ ହୋଇଥିଲେ ଜନତା । ଦୀର୍ଘ…

ଟ୍ରେନ୍ ବଗିରୁ ବାହାରୁଥିବା ଦୁର୍ଗନ୍ଧର ସାମ୍ନାକୁ ଆସିଲା ସତ । ବଗିରେ ନଥିଲା ମୃତଦେହ, ବାହାରିଲା ପେଟି ପେଟି ପଚା ସଢା…

କନକ ବ୍ୟୁରୋ: ଟ୍ରେନ୍ ବଗିରୁ ବାହାରିଲା ପେଟି ପେଟି ପଚା ସଢା ଅଣ୍ଡା । କିଛ ଦିନ ହେଲା ବଗିରୁ ଦୁର୍ଗନ୍ଧ ବାହାରୁଥିବାରୁ ସେଥିରେ ଆହୁରି ଅଧିକ ମୃତଦେହ ଥିବା ଅଭିଯୋଗ କରିଥିଲେ ଲୋକେ । ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁସାରେ ବଗି ଖୋଲଯାଇଥିବା ବେଳେ ସେଥିରୁ ପଚା ଅଣ୍ଡା ବାହାରିଥିଲା ।…

ବାହାନଗା ଟ୍ରେନ ଟ୍ରାଜେଡି: ହାଇସ୍କୁଲର ହେବ ପୁନଃନିର୍ମାଣ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

କନକ ବ୍ୟୁରୋ: ବାଲେଶ୍ୱର ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ । ଭଙ୍ଗାଯିବ ସ୍କୁଲ ପରିସରରେ ଥିବା ପ୍ରାଥମିକ ବିଦ୍ୟାଳୟ । ୫ଟି ଉପକ୍ରମରେ ମଡେଲ ସ୍କଲ ଭାବେ ଗଢା ହେବ । ଏନେଇ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଏକ ଆଦର୍ଶ ବିଦ୍ୟାଳୟ ବାହାନଗା…