ପୁଲିସ ହାତରେ ଝରାଫୁଲଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ: ବିଳମ୍ବିତ ରାତିରେ ହିଁ ଯାଇଛି ଝରାଫୁଲଙ୍କ ଜୀବନ ! ନିଶାଜନିତ…

କନକ ବ୍ୟୁରୋ: ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ ମୃତ୍ୟୁ ଘଟଣାରେ ତଦନ୍ତକାରୀ ପୁଲିସ ହାତରେ ଲାଗିଛି ଶବ ବ୍ୟବଚ୍ଛେଦ ରିପୋର୍ଟ। ମୃତ୍ୟୁର କାରଣ ନେଇ ମିଳିଛି ଚାଞ୍ଚଲ୍ୟକର ତଥ୍ୟ। ତେବେ ପୁଲିସ ଏ ସମ୍ପର୍କରେ ମୁହଁ ଖୋଲିନାହିଁ। ଅତି ବିଶ୍ୱସ୍ତ ସୂତ୍ରରୁ ମିଳିଥିବା…

ବାଟବଣା କଲା କୁହୁଡ଼ି ! କାଳିଜାଈ ଦର୍ଶନ କରିବାକୁ ଯାଇ ଚିଲିକାରେ ଫସିଲେ ୨୫ ଜଣ ପର୍ଯ୍ୟଟକ

କନକ ବ୍ୟୁରୋ: ଭୁବନେଶ୍ବରରୁ କାଳିଜାଈ ଦର୍ଶନ ପାଇଁ ଯାଇଥିବା ପ୍ରାୟ ୨୫ ଜଣ ପର୍ଯ୍ୟଟକ କୁହୁଡ଼ି ଯୋଗୁ ଚିଲିକା ମଝିରେ ବାଟବଣା ହୋଇ ଅଟକି ରହିଛନ୍ତି। ଏ ନେଇ ଖବର ପାଇବା ପରେ ବାଲୁଗାଁ, ଗଙ୍ଗାଧରପୁର ଦମକଳ କେନ୍ଦ୍ରର କର୍ମଚାରୀମାନେ ୨ଟି ବୋଟ୍‌ ନେଇ ନଳବଣ ମଧ୍ୟରେ ଫସିରହିଥିବା…

ସୁନ୍ଦରଗଡରେ ବାର୍‌ହାକୁ ଧକ୍କା ଦେଇ ପିକ୍‌-ଅପ୍‌ ଓଲଟିଲା; ବାରହା ମୃତ, ୧୬ ଶ୍ରମିକ ଆହତ

କନକ ବ୍ୟୁରୋ: ସୁନ୍ଦରଗଡରେ ବାରହାକୁ ଧକ୍କା ଦେଇ ଓଲିଟିଲା ପିକ-ଅପ-ଭ୍ୟାନ । ଦୁର୍ଘଟଣାରେ ୧୨ ଜଣ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ଅଛନ୍ତି । ହେମଗିରି ଥାନା କନିକା ନିକଟ ଆର୍ଯ୍ୟନ କୋଲୱସରୀ ସମ୍ମୁଖରେ ୧୬ ଶ୍ରମିକଙ୍କୁ ନେଇ ଯାଉଥିବା ପିକ-ଅପ-ଭ୍ୟାନ ସାମ୍ନାକୁ ହଠାତ ଏକ ଜଙ୍ଗଲି ବାରହା…

ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲା: ରାକେଶର ରିମାଣ୍ଡ ଆବେଦନ ଉପରେ ଶୁଣାଣି ଆଜି; ରିମାଣ୍ଡ ମିଳିଲେ, ଭୁବନେଶ୍ୱର…

କନକ ବ୍ୟୁରୋ: ବହୁଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାରେ ଆଜି ରାକେଶର ରିମାଣ୍ଡ ଆବେଦନ ଉପରେ ଶୁଣାଣି କରିବେ କୋର୍ଟ । ରାକେଶକୁ ରିମାଣ୍ଡରେ ଆଣିବା ପାଇଁ ପୁଲିସ ଆବେଦନ କରିଛି । ଆଜି ଏହି ରିମାଣ୍ଡ ଆବେଦନର ଶୁଣାଣି କରି କୋର୍ଟ ଯଦି ରିମାଣ୍ଡ ପାଇଁ ଅନୁମତି ପ୍ରଦାନ କରନ୍ତି…

ଦେବନାରାୟଣ ମୃତ୍ୟୁ ମାମଲା: ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଞ୍ଚ

କନକ ବ୍ୟୁରୋ: ଜିଲ୍ଲାପାଳଙ୍କ ପିଏ ଦେବନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଂଚ । ଆଜି କ୍ରାଇମବ୍ରାଂଚର ୩ ଜଣିଆ ଟିମ ମୃତ ପିଏଙ୍କ ସରକାରୀ ବାସଭବନ ଠାରେ ପିଏଙ୍କ ପରିବାରଙ୍କୁ ପଚରାଉଚରା କରିଛନ୍ତି । ପୂର୍ବରୁ ମାଲକାନଗିରି ପୁଲିସ ପରେ ଏସଆଇଟି ଗଠନ କରାଯାଇ…

ଆଜି ଆଗତ ହେବ ୨୦୨୧-୨୨ର ସାଧାରଣ ବଜେଟ: ୩ୟ ଥର ପାଇଁ ବଜେଟ୍ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ; କରୋନା ପରବର୍ତ୍ତୀ…

କନକ ବ୍ୟୁରୋ: ମହାମାରୀ କରୋନାର ପଞ୍ଝାରୁ ଧିରେ ଧିରେ ଦେଶ ମୁକୁଳୁଥିବା ବେଳେ ଆଜି ସଂସଦରେ ଆଗତ ହେବାକୁ ଯାଉଛି ସାଧାରଣ ବଜେଟ । ଆର୍ଥିକ ବର୍ଷ ୨୦୨୧-୨୨ର ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଦିନ ୧୧ଟାରେ ଉପସ୍ଥାପିତ ହେବାକୁ ଥିବା ବଜେଟରୁ ଆଶା କରାଯାଉଛି, ମହାମାରୀ…