ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କଲେ ହାଇକୋର୍ଟ । ତଥାପି ଜେଲରେ ରହିବେ…
କନକ ବ୍ୟୁରୋ : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଛି ସାମୟିକ ଆଶ୍ୱସ୍ତି। ଚାକିରି ଆଶାୟୀଙ୍କ ନିକଟରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଟଙ୍କା ସଂଗ୍ରହ କରିଥିବା ଅଭିଯୋଗରେ ଜେଲରେ ଥିବା ବେଳେ ଆଜି ତାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରିଛନ୍ତି।…