ଦମ୍ଭୋକ୍ତି ଦେଖାଇଲା ବିଜେପି । କହିଲା, ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୧୮ ଆସନ ଜିତିବ ଦଳ, ଲୋକସଭାରେ ପାଇବ ମୋଟ ୧୬…

କନକ ବ୍ୟୁରୋ : ପ୍ରଥମ ପର୍ଯ୍ୟାୟ ଭୋଟ୍ ସରିବା ପରେ ଆରମ୍ଭ ହୋଇଛି ବୟାନବାଜି । ବିଜେଡି ୨୮ରୁ ୨୪ ଆସନ ଜିତିବା ନେଇ ଦମ୍ଭୋକ୍ତି ଦେଖାଇବା ପରେ ବିଜେପି କହିଛି ପ୍ର୍ଥମ ପର୍ଯ୍ୟାୟରେ ହୋଇଥିବା ନିର୍ବାଚନରେ ୨୮ରୁ ୧୮ ଆସନରେ ଜିତିବ ଦଳ । ବିଜେଡି ଯାହା କହିଲେ ବି ଏ ଫଳାଫଳରେ ଫରକ ପଡିବନି ।…

ଖଣ୍ଡପଡାରେ ପାଣ୍ଡିଆନଙ୍କ ପ୍ରଚାର । ବିଜେପିକୁ କଲେ ଟାର୍ଗେଟ, କହିଲେ ଦିନରେ ଲଣ୍ଠନ ଦେଖାଉଛି ବିଜେପି ।

କନକ ବ୍ୟୁରୋ : ଖଣ୍ଡପଡାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ଜନସଭାକୁ ସମ୍ବୋଧିତ କରି ପାଣ୍ଡିଆନ କହିଛନ୍ତି, ବିଜେଡି ପ୍ରାର୍ଥୀ ବିଜୟୀ ହେଲେ ଖଣ୍ଡପଡାର ଉନ୍ନତି ହେବ । ୨ଟି ଶଙ୍ଖ ବାଜିଲେ ଖଣ୍ଡପଡାରେ ନବୀନ ଇଞ୍ଜିନ ଚାଲିବ । ଯାହା ବି ଦାବି ରହିଛି, ତାହା…

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ପାଣ୍ଡିଆନ ଦେଲେ ହିସାବ । କହିଲେ, ୨୮ ଆସନରୁ ୨୪ ଆସନରେ ଜିତିବ ବିଜେଡି । 

କନକ ବ୍ୟୁରୋ : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ଏହାର ଫଳାଫଳକୁ ନେଇ ଦମ୍ଭୋକ୍ତି ଦେଖାଇଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ । ଖବର ସରବରାହ ସଂସ୍ଥାକୁ ଏନଏନଆଇକୁ ସୂଚନା ଦେଇ ପାଣ୍ଡିଆନ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୮ଟି ଆସନରୁ ୨୪ଟି ଆସନରେ ଜିତିବ ବିଜେଡି ।…

ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣା । ସ୍ୱାଧୀନ ବିଧାୟକ ପ୍ରର୍ଥୀ ଶିବଶଙ୍କର ଥାନାରେ…

କନକ ବ୍ୟୁରୋ : ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣା । ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ଅଭିଯୋଗରେ ଥାନାରେ ଅଟକ ରହିଛନ୍ତି । ସାମ୍ନାକୁ ଆସିଛି ଆକ୍ରମଣ ବେଳର ସିସିଟିଭି ଭିଜୁଆଲ । ଏହି ଆକ୍ରମଣରେ ପ୍ରଦୀପଙ୍କ ବେକ ଓ…

ଅମିତ ଶାହାଙ୍କ ଗସ୍ତସୂଚୀରେ ପରିବର୍ତ୍ତନ । କଟକରେ କରିବେ ରୋଡ ସୋ’, ସୋରଡା ଓ ବୌଦ୍ଧରେ କରିବେ ଜନସଭା ।

କନକ ବ୍ୟୁରୋ : କାଲି କଟକରେ ରୋଡ୍ ସୋ’ କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଗୃହମନ୍ତ୍ରୀଙ୍କ ଗସ୍ତ ସୂଚୀରେ ପରିବର୍ତନ କରାଯାଇଛି । ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଥିବା ଅମିତ ଶାହାଙ୍କ କଟକ ସହ ଆସ୍କାର ସୋରଡା ଓ ବୌଦ୍ଧରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ସୂଚନା ଅନୁସାରେ…

ନାମାଙ୍କନ ଭରିବା ପୂର୍ବରୁ ଦଶାଶ୍ୱମେଧ ଘାଟରେ ମୋଦୀଙ୍କ ପୂଜାର୍ଚ୍ଚନା । ତୃତୀୟ ଥର ପାଇଁ ବାରଣାସୀରୁ ହୋଇଛନ୍ତି…

କନକ ବ୍ୟୁରୋ : ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତୃତୀୟ ଥର ପାଇଁ ବାରଣାସୀରୁ ପ୍ରାର୍ଥୀ ହୋଇଛନ୍ତି ମୋଦୀ । ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ଦଶାଶ୍ୱମେଧ ଘାଟରେ ପହଁଚି ମା’ ଗଙ୍ଗାଙ୍କ ପୂଜାର୍ଚ୍ଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ଏହାପରେ କାଳଭୈରବଙ୍କ ମନ୍ଦିର ଯାଇ…