ଲାଲକିଲ୍ଲାରେ ପତାକା ଲଗାଇଥିବା ଯୁଗରାଜ ସିଂ ଓ ପଂଜାବୀ ଅଭିନେତା ଦୀପ୍ ସିଦ୍ଧୁଙ୍କ ନାଁରେ ଦେଶଦ୍ରୋହ ମାମଲା ରୁଜୁ ।…

କନକ ବ୍ୟୁରୋ: ଗଣତନ୍ତ୍ର ଦିବସରେ ଲାଲକିଲ୍ଲାରେ ହୋଇଥିବା ଆନ୍ଦୋଳନ ବେଳେ ସେଠାରେ ପତାକା ଲଗାଇଥିବା ବ୍ୟକ୍ତିଙ୍କ ନାଁରେ ରୁଜୁ ହୋଇଛି ଦେଶଦ୍ରୋହ ମାମଲା । ଏହି ଘଟଣାରେ ୨୩ ବର୍ଷୀୟ ଯୁଗରାଜ ସିଂ ଓ ପଂଜାବୀ ଅଭିନେତା ଦୀପ୍ ସିଦ୍ଧୁଙ୍କ ର୍ନାରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି । ସେପଟେ ତାଙ୍କୁ…

ଦୁର୍ନୀତିଗ୍ରସ୍ତ ଦେଶ ତାଲିକାରେ ତଳକୁ ଖସିଲା ଭାରତ । ୬ଟି ସ୍ଥାନ ତଳକୁ ଖସି ୮୬ତମ ସ୍ଥାନରେ ରହିଲା

କନକ ବ୍ୟୁରୋ: ବିଶ୍ୱର ଦୁର୍ନୀତିଗ୍ରସ୍ତ ଦେଶମାନଙ୍କର ତାଲିକାରେ ଭାରତର ସ୍ଥାନ ତଳକୁ ଖସିଛି । ୧୮୦ଟି ଦେଶର ସାର୍ବଜନୀନ କ୍ଷେତ୍ରରେ ଦୁର୍ନୀତି ଆଧାରରେ ପ୍ରସ୍ତୁତ ହେଉଥିବା ଏହି ତାଲିକାରେ ଭାରତ ୨୦୨୦ରେ ୮୬ ତମ ସ୍ଥାନରେ ରହିଛି। ଉଲ୍ଲେଖଯୋଗ୍ୟ, ଅନ୍ତର୍ଜାତୀୟ ସଂସ୍ଥା ଟ୍ରାନ୍ସପରେନ୍ସି…

ଫେବ୍ରୁଆରି ୨୮ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ ବନ୍ଦ , ବେସାମରିକ ବିମାନଚଳାଚଳ ମହାନିର୍ଦ୍ଦେଶାଳୟର…

କନକ ବ୍ୟୁରୋ: କେତେକ ଦେଶରେ  କରୋନା ସଂକ୍ରମଣର  ଦ୍ୱିତୀୟ ଲହରୀ ଆରମ୍ଭ ହୋଇଥିବାରୁ ଭାରତ ସରକାର ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ ଉପରେ ଲାଗୁ ହୋଇଥିବା କଟକଣାକୁ ଆସନ୍ତା ଫେବ୍ରୁଆରୀ ୨୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଆଜି ବେସାମରିକ ବିମାନଚଳାଚଳ ମହାନିର୍ଦ୍ଦେଶାଳୟ…

‘ସ୍କିଲିଂ ଦ ଗ୍ଲୋବାଲ୍ ୱାର୍କଫୋର୍ସ’ ଉପରେ ମତ ରଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଲେ, ନୂଆ…

କନକ ବ୍ୟୁରୋ:  ବିଶ୍ୱବ୍ୟାପୀ ଦୃଶ୍ୟପଟ୍ଟକୁ ନଜରରେ ରଖି ମୋଦି ସରକାର ନୀତି ଏବଂ କ୍ରିୟାନ୍ୱୟନ ସ୍ତରରେ ସୁଯୋଗର ଲାଭ ଉଠାଇ ରିସ୍କିଲିଂ ଏବଂ ଅପ୍ ସ୍ଲିଲିଂ ଇକୋ ସିଷ୍ଟମକୁ ସୁଦୃଢ଼ କରି ଅଧିକରୁ ଅଧିକ ମାନବସମ୍ବଳ ସୃଷ୍ଟି କରିବା ଉପରେ ପ୍ରଧାନ୍ୟ ଦେଉଛନ୍ତି । ଗୁରୁବାର ୱାର୍ଲଡ୍ ଇକୋନୋମିକ୍…

ରାଜ୍ୟରେ ଟିକାକରଣ ପ୍ରକ୍ରିୟା ଜାରି । ଆଜି ଟିକା ନେଲେ ୧୫,୮୩୧ ଜଣ ହିତାଧିକାରୀ

କନକ ବ୍ୟୁରୋ: ଆଜି ରାଜ୍ୟରେ ପୁଣି ଥରେ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା । ସନ୍ଧ୍ୟା ୬ଟା ସୁଦ୍ଧା ଆଜି ରାଜ୍ୟରେ ମୋଟ ୧୫,୮୩୧ ଜଣ ଲୋକ ଟିକା ନେଇଥିବା ରାଜ୍ୟ ସରକାରଙ୍କ  ପକ୍ଷରୁ ସୂଚନା ଦିଆଯାଇଛି । ଟିକାକରଣ ପାଇଁ ଯେତିକି ଲକ୍ଷ୍ୟ ରଖାଯାଇଥିଲା ତାହାର ୮୦ ପ୍ରତିଶତ ପୂରଣ ହୋଇଛି ।…

ଗାଜିପୁର ସୀମାରେ ଜାରି ହେଲା ଧାରା ୧୪୪ , ଗଣତନ୍ତ୍ର ଦିବସର ହିଂସାକାଣ୍ଡ ପରେ ପ୍ରଥମ ଥର ପାଇଁ ଶକ୍ତ ନୀତି ଆପଣାଇଲା…

କନକ ବ୍ୟୁରୋ: ଚାଷୀ ଆନ୍ଦୋଳନ ଭିତରେ ଗାଜିପୁର ସୀମାରେ ଜାରି ହେଲା ଧାରା ୧୪୪ ।  ଜାନୁଆରୀ ୨୬ରେ ଟ୍ରାକ୍ଟର ରାଲିରେ ହିଂସାକାଣ୍ଡ ପରେ ଶକ୍ତ ସ୍ୱଭାବ ଦେଖାଇଲା ଦିଲ୍ଲୀ ପୋଲିସ । ଗାଜିପରୁ ସୀମାରେ ଏକାଧିକ ଲୋକ ଏକାଠି ହେବା ଉପରେ ଲାଗିଲା କଟକଣା । ଉତ୍ତରପ୍ରଦେଶ ଓ ଦିଲ୍ଲୀ ସୀମା ଗାଜିପୁରରେ…