କନକ ବ୍ୟୁରୋ: ଧାମନଗର ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ହୋଇଛନ୍ତି ଅବନ୍ତୀ ଦାସ । ନାଁ ଘୋଷଣା ହେବା ପରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ଧାମନଗରବାସୀଙ୍କ ଉପରେ ବିଶ୍ୱାସ ଓ ଭରସା ଅଛି । ମୁଁ ବିପୁଳ ସଂଖ୍ୟାରେ ବିଜୟୀ ହେବି । ମୋତେ ପ୍ରାର୍ଥୀ ଭାବେ ଘୋଷଣା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ । ତିହିଡି ବ୍ଲକ ଅଧ୍ୟକ୍ଷା ଅଛନ୍ତି ଅବନ୍ତୀ ଦାସ । ଦୀର୍ଘ ସମୟର ଆଲୋଚନା ପରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା ।
ଅବନ୍ତୀ ଦାସଙ୍କ ପ୍ରତିକ୍ରିୟା, ଧାମନଗରବାସୀଙ୍କ ଉପରେ ବିଶ୍ୱାସ ଓ ଭରସା ଅଛି। ମୁଁ ବିପୁଳ ସଂଖ୍ୟାରେ ବିଜୟୀ ହେବି।
/kanak/media/post_attachments/wp-content/uploads/2022/10/GDGDG.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)