କନକ ବ୍ୟୁରୋ : ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ସବମୁଖର ସାରା ଦେଶ । ଏହି ଦିନକୁ ଅଧିକ ସ୍ମରଣୀୟ କରିବା ପାଇଁ କେନ୍ଦ୍ର ସରକାର ହାଫ୍ ଡେ’ ଛୁଟି ଘୋଷଣା କରିଛନ୍ତି । ଅର୍ଥାତ୍ ଜାନୁଆରୀ ୨୨ ତାରିଖରେ ନ୍ଦ୍ର ସରକାରୀ ଅଫିସ, କେନ୍ଦ୍ରୀୟ ସଂସ୍ଥା, କେନ୍ଦ୍ରୀୟ ଶିଳ୍ପ ପ୍ରତିଷ୍ଠାନଗୁଡ଼ିକ ସାଢ଼େ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବୟ । କର୍ମଚାରୀଙ୍କ ଭାବନା ଓ ସେମାନଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି ଏହି ଘୋଷଣା କରାଯାଇଛି ।
ଜାନୁଆରୀ ୨୨ ତାରିଖରେ ଅଧା ଦିନ ଛୁଟି । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଘୋଷଣା କଲେ କେନ୍ଦ୍ର ସରକାର
/kanak/media/post_attachments/wp-content/uploads/2024/01/18-24.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)