କନକ ବ୍ୟୁରୋ : ବାହାନଗାରେ କରମଣ୍ଡଳର ରେଳ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ୍ । ରେଳ ଦୁର୍ଘଟଣାରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ, ଆହତ ଲୋକଙ୍କ ଉଦ୍ଧାର ଓ ଚିକିତ୍ସା ପାଇଁ ସବୁପ୍ରକାର ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ବାଘେଲ ।

Kanak News is now on WhatsApp
Join and get latest news updates delivered to you via WhatsApp
ତେବେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ଏଭଳି ସଦିଚ୍ଛା ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ