ନବୀନଙ୍କ ସହ ଆଲୋଚନା କଲେ ବାଘେଲ୍ । ସବୁପ୍ରକାର ସହାୟତା ଯୋଗାଇଦେବାକୁ ଦେଲେ ପ୍ରତିଶ୍ରୁତି

Advertisment
ନବୀନଙ୍କ ସହ ଆଲୋଚନା କଲେ ବାଘେଲ୍ । ସବୁପ୍ରକାର ସହାୟତା ଯୋଗାଇଦେବାକୁ ଦେଲେ ପ୍ରତିଶ୍ରୁତି

କନକ ବ୍ୟୁରୋ : ବାହାନଗାରେ କରମଣ୍ଡଳର ରେଳ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ୍ । ରେଳ ଦୁର୍ଘଟଣାରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ, ଆହତ ଲୋକଙ୍କ ଉଦ୍ଧାର ଓ ଚିକିତ୍ସା ପାଇଁ ସବୁପ୍ରକାର ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ବାଘେଲ ।

ତେବେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ଏଭଳି ସଦିଚ୍ଛା ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe