କନକ ବ୍ୟୁରୋ: ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣାରେ ସିବିଆଇର ବଡ କାର୍ଯ୍ୟାନୁଷ୍ଠାନ । ୩ ଜଣଙ୍କୁ ଗିରଫ କଲା ସିବିଆଇ । ଜାତୀୟ ଗଣମାଧ୍ୟମରେ ଏନେଇ ଖବର ପ୍ରକାଶ ପାଇଛି । ସେକସନ ଇଞ୍ଜିନିୟର ଅରୁଣ ମହନ୍ତ, ମହମ୍ମଦ ଆମୀର ଖାନ, ଟେକନିସିଆନ ପପୁ କୁମାର ଗିରଫ ହୋଇଥିବା ସୂଚନା ମିଳିଛି । ଗତ ଜୁନ ୨ ତାରିଖରେ ବାଲେଶ୍ୱର ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାର ଶିକାର ହୋଇଥିଲା ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us