ଏହି ଶାଗରେ ରହିଛି ଅନେକ ଗୁଣ : ଖାଇଲେ ଦୂରେଇ ଯିବ ଅନେକ ସ୍ୱାସ୍ଥ୍ୟ ସମସ୍ୟା

ଏହି ଶାଗରେ ରହିଛି ଅନେକ ଗୁଣ : ଖାଇଲେ ଦୂରେଇ ଯିବ ଅନେକ ସ୍ୱାସ୍ଥ୍ୟ ସମସ୍ୟା

source : Vegetarian Recipes

ପ୍ରତ୍ୟେକଙ୍କ ରୋଷେଇ ଘରେ ମେଥି ନିଶ୍ଚୟ ରହିଥାଏ। ଏହାର ପ୍ରୟୋଗରେ ମୁଣ୍ଡବିନ୍ଧା, କୋଲେଷ୍ଟ୍ରଲ୍, ଉଚ୍ଚ ରକ୍ତଚାପ, ମଧୁମେହ ଆଦି ରୋଗର ନିରାକରଣ ହୋଇଥାଏ। ଆପଣ ଯଦି ସବୁବେଳେ ମେଥି ପ୍ରୟୋଗ କରିପାରୁନାହାନ୍ତି ତେବେ ମେଥି ଶାଗ ଖାଇବା ଦ୍ୱାରା ଏସବୁ ସମସ୍ୟାକୁ ଦୂରେଇ ଦେଇପାରିବେ।

publive-image

  • ବିଶେଷ କରି ଏହି ଶାଗ ପେଟ ସମ୍ବନ୍ଧିତ ସମସ୍ୟାକୁ ଦୂର କରିଥାଏ। ଗ୍ୟାସଷ୍ଟ୍ରିକରୁ ନେଇ ପେଟ ସମ୍ବନ୍ଧିତ ଯେତେ ସବୁ ଯନ୍ତ୍ରଣାକୁ ମେଥି ଶାଗ ଖାଇ ଦୂରେଇ ଦେଇ ହୁଏ।
  • ଏହା କୋଲେଷ୍ଟ୍ରଲ ସ୍ତରକୁ ନିୟନ୍ତ୍ରଣରେ ରଖେ। ତେଣୁ, ଆପଣ ଦୈନନ୍ଦିନ ଖାଦ୍ୟରେ ମେଥି ଶାଗକୁ ସାମିଲ୍ କରଶପାରନ୍ତି।
  • ଏହା ରକ୍ତରେ ଶର୍କରା ଭାଗକୁ ବି ନିୟନ୍ତ୍ରଣରେ ରଖେ। ଏହା ଏକ ଆଣ୍ଟି-ବାୟୋଟିକ୍ ଉପାଦାନ ପରି କାମ କରିଥାଏ। ଏହା ବିଶେଷ କରି ଟାଇପ୍-୨ ମଧୁମେହ ରୋଗୀଙ୍କ ପାଇଁ ଔଷଧ ପରି କାମ କରେ।
  • ରକ୍ତଚାପକୁ ନିୟନ୍ତ୍ରଣରେ ରଖିବା ପାଇଁ ମଧ୍ୟ ମେଥି ଶାଗ ଖୁବ୍ ଭଲ। ଏହା ବ୍ୟତୀତ ତ୍ୱଚା, କେଶ, ଅଣ୍ଟା ବିନ୍ଧା ଆଦି ପାଇଁ ମେଥି ଶାଗ ଖାଇବା ନିତାନ୍ତ ଜରୁରୀ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe