ଘୂର୍ଣ୍ଣିବଳୟ ସୃଷ୍ଟି; ୨୪ ଘଣ୍ଟାରେ ଲଘୁଚାପ !

Advertisment
ଘୂର୍ଣ୍ଣିବଳୟ ସୃଷ୍ଟି; ୨୪ ଘଣ୍ଟାରେ ଲଘୁଚାପ !

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁଣି ଏକ ଲଘୁଚାପର ସୂଚନା ଦେଇଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ସୂଚନା ମୁତାବକ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହୋଇପାରେ । ସାମ୍ଭାବ୍ୟ ଲଘୁଚାପ ଫଳରେ ୩୦ ତାରିଖ ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ଏହାର ପ୍ରଭାବରେ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ । ଲଘୁଚାପ ପ୍ରଭାବରେ ଉପକୂଳ ଓ ଉତ୍ତର ଓଡିଶାରେ ମଧ୍ୟମରୁ ପ୍ରବଳ ବର୍ଷା ଆଶଂକା କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe