କନକ ବ୍ୟୁରୋ: ଘୋଷଣା ହେଲା ଉପ-ବାଚସ୍ପତିଙ୍କ ନାଁ । ଭବାନୀ ଶଙ୍କର ଭୋଇ ହେଲେ ଉପ-ବାଚସ୍ପତି । ବାଚସ୍ପତି ସୁରମା ପାଢୀ କଲେ ନାଁ ଘୋଷଣା । ଦୁଇ ଦୁଇ ଥରର ତଳସରା ବିଧାନସଭା ଆସନରୁ ନିର୍ବାଚିତ ହୋଇଛନ୍ତି ଭବାନୀ ଶଙ୍କର। ୨୦୧୯ ଓ ୨୦୨୪ରେ ତଳସରାରୁ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ଭବାନୀ ଶଙ୍କରଙ୍କୁ ଉପ-ବାଚସ୍ପତି ପ୍ରାର୍ଥୀ ଭାବେ ଶାସକ ବିଜେପି ବାଛିଥିଲା।
ଘୋଷଣା ହେଲା ଉପ-ବାଚସ୍ପତିଙ୍କ ନାଁ: ଭବାନୀ ଶଙ୍କର ଭୋଇ ହେଲେ ଉପ-ବାଚସ୍ପତି
/kanak/media/post_attachments/wp-content/uploads/2024/07/56-1.jpg)