ଭଦ୍ରକ : ଜେଲରେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

Advertisment
ଭଦ୍ରକ : ଜେଲରେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କନକ ବ୍ୟୁରୋ : ଭଦ୍ରକ ଜେଲରେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ । ମୃତ କଏଦୀ ହେଉଛନ୍ତି ବିକାଶ ଘଡିଆ । ତାଙ୍କ ଘର ବାସୁଦେବପୁର ଛତରିଆ ଗାଁରେ । ଗତ ୨୦୧୬ ମସିହାରେ ଏକ ହତ୍ୟାକାଣ୍ଡ ମାମଲାରେ ସେ ଭଦ୍ରକ ଜେଲରେ ସଜା କାଟୁଥିଲେ । ତେବେ ଗତକାଲି ରାତିରେ ତାଙ୍କ ଦେହ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଚିକିତ୍ସା ପାଇଁ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe