କନକ ବ୍ୟୁରୋ: ଓଡିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ । ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଦଳ ଛାଡିଥିବା କାରଣ ଦର୍ଶାଇ କଂଗ୍ରେସ ଅଧ୍ୟକ୍ଷଙ୍କୁ ଚିଠି ଲେଖି ପଦ ଛାଡିଲେ ଭକ୍ତ । ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସଙ୍କୁ ନିଯୁକ୍ତ କରିଥିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ।
ଓଡିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଭକ୍ତ ଦାସଙ୍କ ଇସ୍ତଫା । ନିର୍ବାଚନରେ ଖରାପ ପ୍ରଦର୍ଶନ ପାଇଁ ପଦ ଛାଡିଥିବା ସୂଚନା । ।
/kanak/media/post_attachments/wp-content/uploads/2024/06/29-5.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)