ଓଡିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଭକ୍ତ ଦାସଙ୍କ ଇସ୍ତଫା । ନିର୍ବାଚନରେ ଖରାପ ପ୍ରଦର୍ଶନ ପାଇଁ ପଦ ଛାଡିଥିବା ସୂଚନା । ।

Advertisment
ଓଡିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଭକ୍ତ ଦାସଙ୍କ ଇସ୍ତଫା । ନିର୍ବାଚନରେ ଖରାପ ପ୍ରଦର୍ଶନ ପାଇଁ ପଦ ଛାଡିଥିବା ସୂଚନା । ।

କନକ ବ୍ୟୁରୋ: ଓଡିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ । ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଦଳ ଛାଡିଥିବା କାରଣ ଦର୍ଶାଇ କଂଗ୍ରେସ ଅଧ୍ୟକ୍ଷଙ୍କୁ ଚିଠି ଲେଖି ପଦ ଛାଡିଲେ ଭକ୍ତ । ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ  ଭକ୍ତ ଦାସଙ୍କୁ ନିଯୁକ୍ତ କରିଥିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ  ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe