ଭାରତ ରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ । ଦେଶ ପ୍ରତି ତାଙ୍କ ଅବଦାନକୁ ମନେ ପକାଉଛନ୍ତି ଦେଶବାସୀ । ।

99

କନକ ବ୍ୟୁରୋ: ଆଜି ଭାରତ ରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ । ଦେଶ ପ୍ରତି ତାଙ୍କ ଅବଦାନକୁ ମନେ ପକାଉଛନ୍ତି ଦେଶବାସୀ । ସମାଧି ସ୍ଥଳ ‘ସଦୈବ ଅଟଳ’ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ମନ୍ତ୍ରୀ ଓ ନେତାବୃନ୍ଦ ।