କନକ ବ୍ୟୁରୋ: କାମଚଳା ବାଚସ୍ପତି ଭାବେ ଶପଥ ନେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଛନ୍ତି । ଏବେ କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରି ସାଂସଦ ମାନଙ୍କୁ ଶପଥ ପାଠ କରାଇବେ । ଆଜି ପ୍ରଥମ ଦିନରେ ୨୮୦ ସାଂସଦ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ଅବଶିଷ୍ଟ ସାଂସଦ ଆସନ୍ତାକାଲି ଶପଥ ନେବେ । ପରେ ୨୬ ତାରିଖରେ ହେବ ବାଚସ୍ପତି ନିର୍ବାଚନ ।
କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ । ରାଷ୍ଟ୍ରପତି କରାଇଲେ ଶପଥ ପାଠ ।
/kanak/media/post_attachments/wp-content/uploads/2024/06/28-11.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)