କନକ ବ୍ୟୁରୋ : ରାଜଧାନୀ ପେଟ୍ରୋଲ ପମ୍ପରେ ବିସ୍ପୋରଣ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ର ପେଟ୍ରୋଲିୟମ ଓ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ । ରାଜ୍ୟର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ।
ସରକାରଙ୍କ ସହ ଆଲୋଚନା କରି ଦେବେ ରିପୋର୍ଟ । ଏହାସହ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ଆଶୁଆରୋଗ୍ୟ କାମନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/10/11-6.jpg)