ପେଟ୍ରୋଲ ପମ୍ପରେ ବିସ୍ଫୋରଣ । ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Advertisment
ପେଟ୍ରୋଲ ପମ୍ପରେ ବିସ୍ଫୋରଣ । ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କନକ ବ୍ୟୁରୋ : ରାଜଧାନୀ ପେଟ୍ରୋଲ ପମ୍ପରେ ବିସ୍ପୋରଣ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ର ପେଟ୍ରୋଲିୟମ ଓ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ । ରାଜ୍ୟର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ।

ସରକାରଙ୍କ ସହ ଆଲୋଚନା କରି ଦେବେ ରିପୋର୍ଟ । ଏହାସହ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ଆଶୁଆରୋଗ୍ୟ କାମନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe