କନକ ବ୍ୟୁରୋ : ଭୁବନେଶ୍ୱର ୟୁନିଟ ୮ ଅଂଚଳରେ ଛାତ୍ରଙ୍କ ଝୁଲନ୍ତା ଶବ ଉଦ୍ଧାର , ମୃତ ଛାତ୍ର ସୁରଜ କୁମାର ବାରିକ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ସେ କଷ୍ଟିଂ ପାଠ ପଢୁଥିବା ବେଳେ ଏକ ପ୍ରାଇଭେଟ କଂପାନୀରେ ଚାକିରି କରୁଥିଲେ । ତେବେ ତାଙ୍କ ମୃତ୍ୟୁର କାରଣ ଏ ପର୍ଯ୍ୟନ୍ତ ଜଣାପଡିନାହିଁ ।
ଏହା ସହ ଦେଖନ୍ତୁ ଏହି ଭିଡିଓ-
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/03/vlcsnap-2017-03-15-09h22m31s417.png)