କନକ ବ୍ୟୁରୋ : ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ବରିଷ୍ଠ ଆଇଏଏସ୍ ଅଧିକାରୀ ପରାଗ ଗୁପ୍ତାଙ୍କୁ ଓଏଫଡିସି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଇସ୍ପାତ ଓ ଖଣି ସଚିବ ସୁରେନ୍ଦ୍ର କୁମାରଙ୍କୁ ଓଏମ୍ସି ଅଧ୍ୟକ୍ଷ ପଦରେ ନିଯୁକ୍ତି ମିଳିଛି। ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗର ସଚିବ ଜି ମାଥି ଭାତନନ୍ କଟକ ନଗର ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ରେ ଅଧ୍ୟକ୍ଷ ଭାବେ ଅବସ୍ଥାପିତ କରାଯାଇଛି।
ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ । ପରାଗ ଗୁପ୍ତା ହେଲେ ଓଏଫଡିସି ଅଧ୍ୟକ୍ଷ । ସୁରେନ୍ଦ୍ର କୁମାରଙ୍କୁ ଓଏମସି ଅଧ୍ୟକ୍ଷ ଭାବେ ନିଯୁକ୍ତି ।
/kanak/media/post_attachments/wp-content/uploads/2020/02/unnamed-3.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)