ବିଜୟପାଲ ହେଲେ ଓଡ଼ିଶା ବିଜେପିର ନୂଆ ନିର୍ବାଚନ ପ୍ରଭାରୀ । ବୈଜୟନ୍ତଙ୍କୁ ମିଳିଲା ଉତ୍ତରପ୍ରଦେଶ ଦାୟିତ୍ୱ ।

Advertisment
ବିଜୟପାଲ ହେଲେ ଓଡ଼ିଶା ବିଜେପିର ନୂଆ ନିର୍ବାଚନ ପ୍ରଭାରୀ । ବୈଜୟନ୍ତଙ୍କୁ ମିଳିଲା ଉତ୍ତରପ୍ରଦେଶ ଦାୟିତ୍ୱ ।

କନକ ବ୍ୟୁରୋ : ଆଗାମୀ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଓ ସହ-ପ୍ରଭାରୀ ଘୋଷଣା କରିଛି । ଓଡ଼ିଶା ପାଇଁ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଥିବା ବେଳେ ଲତା ଉସେଣ୍ଡିଙ୍କୁ ସହ-ପ୍ରଭାରୀ ଦାୟିତ୍ୱ ମିଳିଛି । ସେହିଭଳି ୨୩ ରାଜ୍ୟ ପାଇଁ ପ୍ରଭାରୀ ଓ ସହ-ପ୍ରଭାରୀଙ୍କ ନାଁ ଘୋଷଣା କରିଛି ବିଜେପି ।

publive-imageଉତ୍ତରପ୍ରଦେଶ ପାଇଁ ବୈଜୟନ୍ତ ପଣ୍ଡାଙ୍କୁ ଏକାକୀ ପ୍ରଭାରୀ ଦାୟିତ୍ୱ ମିଳିଛି । ବିହାର ପାଇଁ ବିନୋଦ ତାୱଡେ, ପଞ୍ଜାବ ଓ ଚଣ୍ଡିଗଡ ପାଇଁ ବିଜୟ ରୂପାନୀ, ହରିୟାଣା ପାଇଁ ବିପ୍ଲବ କୁମାର ଦେବ, କେରଳ ପାଇଁ ପ୍ରକାଶ ଜାବଡେକରଙ୍କ ଭଳି ବରିଷ୍ଠ ନେତାଙ୍କୁ ପ୍ରଭାରୀ ଦାୟିତ୍ୱ ମିଳିଛି ।

publive-image

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe