କନକ ବ୍ୟୁରୋ : ରନ୍ଧନ ଗ୍ୟାସ ଦରବୃଦ୍ଧିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି । ବାରମ୍ବାର ରୋଷେଇ ଗ୍ୟାସ ଦର ବୃଦ୍ଧି କରି କେନ୍ଦ୍ର ସରକାର ରୋଷେଇ ଶାଳ ଉପରେ ମାଡ କରିଛନ୍ତି । ଜନ ଅସନ୍ତୋଷକୁ ନେଇ ରାଜଭବନ ଆଗରେ ଚୁଲି ଜାଳି ବିଜୁ ମହିଳା ଜନତା ଦଳ ବିକ୍ଷୋଭ ପ୍ରଦର୍ଶନ କରୁଛି । ରାଜଭବନ ଆଗରେ ବିରୋଧ ପ୍ରଦର୍ଶନ କରିବା ସହ ପ୍ରତିବାଦ ସଭା କରି ବର୍ଦ୍ଧିତ  ଗ୍ୟାସ ଦର ପ୍ରତ୍ୟାହାର କରିବାକୁ ବିଜେଡି ଦାବି କରୁଛି ।

Advertisment