କନକ ବ୍ୟୁରୋ: ନୂଆ ମିଡିଆ ଟିମ୍ ଘୋଷଣା କଲା ବିଜେଡି । ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି । ତେବେ ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନଙ୍କ ଭଳି ନେତାଙ୍କୁ ସ୍ଥାନ ମିଳିଛି । ଏଥିସହ ରମେଶ ବେହେରା, ମନ୍ମଥ ରାଉତରାୟ, ତୁମ୍ବନାଥ ପଣ୍ଡା, ମିହିର ରାୟ, ଚିନ୍ମୟ ସାହୁ, ଇପସିତା ସାହୁ, ସୋଫିଆ ଆଲାମ୍, ଇରାନୀ ରାୟ, ବିଶ୍ୱନାଥ ପ୍ରତାପ ସାହୁ ଓ ଯୁବ ନେତା ଅରୁପ ଶ୍ରୀଚନ୍ଦନଙ୍କୁ ଏହି ଟିମରେ ସାମିଲ କରାଯାଇଛି ।/kanak/media/post_attachments/wp-content/uploads/2024/07/bjd.jpg)
ବିଜେଡି ଘୋଷଣା କଲା ନୂଆ ମିଡିଆ ଟିମ୍ । ଜାଣନ୍ତୁ, କେଉଁ ମାନଙ୍କୁ ମିଳିଲା ସୁଯୋଗ...
/kanak/media/post_attachments/wp-content/uploads/2024/07/52.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)