କନକ ବ୍ୟୁରୋ : ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ହେଲେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । ସେପଟେ ମମତାଙ୍କ ପରବର୍ତ୍ତି ପଦକ୍ଷେପ କ’ଣ ରହିବ ତାକୁ ନେଇ ଉକ୍ରଣ୍ଠା ବଢୁଛି ।
ବିଜେଡି ସାଂସଦ ମମତା ମହନ୍ତଙ୍କ ଇସ୍ତଫା । କାର୍ଯ୍ୟକାଳ ସରିବା ପୂର୍ବରୁ ଇସ୍ତଫାକୁ ନେଇ ଜୋରଦାର ଚର୍ଚ୍ଚା
/kanak/media/post_attachments/wp-content/uploads/2024/07/11-21.jpg)
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)