କନକ ବ୍ୟୁରୋ: ପଦମପୁର ଉପନିର୍ବାଚନ ପୂର୍ବରୁ ଇଭିଏମ ଅଦଳବଦଳ ହୋଇଥିବା ଅଭିଯୋଗ ହୋଇଛି । ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଏଭଳି ଅଭିଯୋଗ ଆଣିଛନ୍ତି । ୧୧ଟି ବୁଥର ଇଭିଏମ ନଂ ମେଳ ଖାଉନଥିବା ଅଭିଯୋଗ କରିଛନ୍ତି ସେ । ବିଜେପିର ସ୍ଥିତି ଭଲ ଥିବା ବୁଥର ଇଭିଏମ ସମସ୍ୟା ହୋଇଥିବା ଅଭିଯୋଗ ହୋଇଛି । ସେପଟେ ଏନେଇ ବରଗଡ ଜିଲ୍ଲାପାଳ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଅଭିଯୋଗର ଚାଲିଛି ତଦନ୍ତ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us