ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ, ବିଜେଡି ପଛରେ । ୮ଟି ଆସନରେ ଆଗୁଆ ରହିଛନ୍ତି ବିଜେପି ପ୍ରାର୍ଥୀ ।

Advertisment
ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ, ବିଜେଡି ପଛରେ । ୮ଟି ଆସନରେ ଆଗୁଆ ରହିଛନ୍ତି ବିଜେପି ପ୍ରାର୍ଥୀ ।

କନକ ବ୍ୟୁରୋ: ଆସୁଛି ନିର୍ବାଚନ ଫଳାଫଳ । ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ, ବିଜେଡି ପଛରେ । ବର୍ତ୍ତମାନ ସୁଦ୍ଧା ୧୪ଟି ଆସନର ଟ୍ରେଣ୍ଡ ସାମ୍ନାକୁ ଆସିଥିବାବେଳେ, ୮ଟି ଆସନରେ ଆଗୁଆ ରହିଛନ୍ତି ବିଜେପି ପ୍ରାର୍ଥୀ । ଅନ୍ୟପଟେ ବିଜେଡି ପ୍ରାର୍ଥୀ ୫ଟି ଆସନରେ ଆଗୁଆ ରହିଛନ୍ତି । ସେହିପରି ଗୋଟିଏ ଆସନରେ କଂଗ୍ରେସ ପ୍ରାର୍ଥୀ ଆଗରେ ରହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe